ବଡ ଘୋଷଣା କଲେ ମନ୍ତ୍ରୀ; କହିଲେ ବାହାରେ ଥିବା ମହିଳାଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା
'ସୁଭଦ୍ରା' ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି।

ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ କରନ୍ତୁ, ଟଙ୍କା ଦେବୁ। ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊଦ୍ଧର୍ବ ମହିଳାଙ୍କୁ ମିଳିବ ଟଙ୍କା।












Click it and Unblock the Notifications