ବଡ ଘୋଷଣା କଲେ ମନ୍ତ୍ରୀ; ବଦଳିବ ହେଲ୍ଥ କାର୍ଡର ଲୋଗୋ

ବଦଳିବ ହେଲ୍ଥ କାର୍ଡ ଲୋଗୋ । ଆୟୁଷ୍ମାନ କାର୍ଡ ଖୁବଶୀଘ୍ର ବଣ୍ଟନ ହେବ । ଏଥିପାଇଁ ପୁରା ପ୍ରକିୟା ଜାରି ରହିଛି। ୩.୫ କୋଟି ଲୋକଙ୍କୁ ଦିଆଯିବ ଏହି କାର୍ଡ। ଏନେଇ ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

Mukesh Mahaling

ଏହାସହ ଆଉ ମାଳ ମାଳ ପ୍ରେସକ୍ରିପସନ ଧରିକି ରୋଗୀ ବୁଲିବେ ନାହିଁ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ । ନ୍ୟାସନାଲ ହେଲଥ ଅଥରିଟି ଅଣ୍ଡରରେ ରହିବ ଏହି କାର୍ଡ । ଏହି କାର୍ଡର ନାମ ରହିବ ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ ।

କ୍ୟୁ ଆର କୋଡ୍ ସ୍କାନ କଲେ ପୂର୍ବ ରୋଗ ସମ୍ବନ୍ଧୀୟ ସବୁ ଡାଟା ପାଇହେବ । ନ୍ୟାସନାଲ ଡିଜିଟାଲ ହେଲାଥ ମିଶନ ଅନୁଯାୟୀ ଏହା ପାଇହେବ ।ଜ୍ଝ ଅନଲାଇନରେ ଏହି କାର୍ଡ ପାଇଁ ଆବେଦନ କରିହେବ । ଆୟୁଷ୍ମାନ ଭାରତ ସହିତ ମିଳିବ ଏହି କାର୍ଡ । ଫେବୃଆରୀ ପୂର୍ବରୁ କାର୍ଡ ବାଣ୍ଟିବା ନେଇ ଯୋଜନା କରୁଛନ୍ତି ସରକାର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+