ଉଦ୍ଧାର ହେଲା ଡ୍ରେନ୍‌ରେ ଭାସିଯାଇଥିବା ନାବାଳକ

ଡ୍ରେନ୍‌ରେ ଭାସିଯାଇଥିବା ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୟୁନିଟ-୩ ମସଜିଦ କଲୋନୀ ପାଖ ଡ୍ରେନ୍‌ରେ ନାବାଳକ ଜଣଙ୍କ ଭାସି ଯାଇଥିଲେ।

drain

ସୁଚନା ଯୋଗ୍ୟ ଯେ, ପ୍ରବଳ ବର୍ଷାରେ ଭୁବନେଶ୍ବରରେ ଆଜି ଏକ ମୁକୁଳା ଡ୍ରେନରେ ନାବାଳକ ଭାସିଯାଇଥିଲା । ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍‌ରେ ୮ ବର୍ଷର ନାବାଳକ ଭାସିଯାଇଥିବା ସୂଚନା ମିଳିଥିଲା । ତେବେ ଭାସିଯାଇଥିବା ନାବାଳକକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ଜାରି ରହିଥିଲା ।

ଭୁବନେଶ୍ୱରରେ ଖରା ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ରାଜଧାନୀର ଆଚାର୍ଯ୍ୟ ବିହାର, ନାଲକୋ, ପଟିଆ, ଚନ୍ଦ୍ରଶେଖରପୁର, କଳାରାହାଙ୍ଗ, ଲକ୍ଷ୍ମୀସାଗର, ମଞ୍ଚେଶ୍ୱର ଆଦି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+