ରାଜ୍ୟପାଳଙ୍କ ଅଭିଭାଷଣରେ ଓଡ଼ିଆ ଅସ୍ମିତା, ମୋ ସରକାର ଓଡ଼ିଆଙ୍କର

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖି କହିଛନ୍ତି, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ।

Budget session 2024

ଅନ୍ୟପକ୍ଷେ ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବା ସହ ଉପକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବର୍ତ୍ତନ କରି ଏହାକୁ ଆରୋଗ୍ୟ ମନ୍ଦିର ରଖାଯିବ ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି । ୨୦୩୦ ସୁଦ୍ଧା ଓଡ଼ିଶାକୁ ମ୍ୟାଲେରିଆ ମୁକ୍ତ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି ।ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ।

ଏପରିକି ଗର୍ଭବତୀଙ୍କୁ ପୁଷ୍ଟିକର ଆବଶ୍ୟକତା ପୂରଣ ପାଇଁ ଆର୍ଥିକ ସହାୟତା ମିଳିବ। ସେହିପରି ବଲାଙ୍ଗୀର, କଳାହାଣ୍ଡି, ବରଗଡ ଓ ନୂଆପଡ଼ାରେ ୧୦ଟି ଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରାଯିବ । ଭାରତ ବର୍ଷରେ ଓଡ଼ିଶା ବାଜରାର ହବ୍‌ ହେବ ବୋଲି ରାଜ୍ୟପାଳ କହିଛନ୍ତି । ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ସେ ଗୁରୁତ୍ୱ ଦେଇ ବିଶେଷ ଘୋଷଣା କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+