ଫେବୃଆରୀରେ ଘୋଷଣା ହେବ ବିଜେପିର ନୂଆ ରାଜ୍ୟ ସଭାପତିଙ୍କ ନାଁ

ଫେବୃଆରୀ ପ୍ରଥମ ସପ୍ତାହ ସୁଦ୍ଧା ବିଜେପି ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହେବ । ଖୁବ୍‌ଶୀଘ୍ର ରାଜ୍ୟର ନିର୍ବାଚନ ପ୍ରକ୍ରିୟା ସରିବା ବୋଲି କନ୍ଧମାଳ ସାଂସଦ ତଥା ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ସୁକାନ୍ତ ପାଣିଗ୍ରାହୀ କହିଛନ୍ତି ।

bjp

ସେ ଆହୁରି ମଧ୍ୟ କହିଛନ୍ତି, ପୁଣି ଓଡ଼ିଶା ଆସିବେ ରାଜ୍ୟ ନିର୍ବାଚନ ଅଧିକାରୀ ସଞ୍ଜୟ ଜୈଶ୍ବାଲ । ରାଜ୍ୟ ନିର୍ବାଚନ ଅଧିକାରୀ ଓଡ଼ିଶା ଆସି ଆଲୋଚନା କରି ଯାଇଛନ୍ତି । ପୁଣି ଓଡ଼ିଶା ଆସିବେ । ଖୁବ୍‌ ଶୀଘ୍ର ବାକି ୧୪ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା ହେବା ସହିତ ରାଜ୍ୟ ସଭାପତିଙ୍କ ନାଁ ମଧ୍ୟ ଘୋଷଣା ହେବବୋଲି ସୁକାନ୍ତ ପାଣିଗ୍ରାହୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+