ବଢିଲା କିଟ୍ ଛାତ୍ରୀ ମୃତ୍ୟୁ ମାମଲାର ଅଡ଼ୁଆ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଜାତୀୟ ମାନବ ଅଧିକାର ଆୟୋଗ

ଜାତୀୟ ମାନବ ଅଧିକାର ଆୟୋଗ(ଏନଏଚଆରସି) ପକ୍ଷରୁ କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ନିର୍ଦେଶ ଦିଆଯାଇଛି। ଏକ ଟିମ ଗଠନ କରି କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ଏନଏଚଆରସି ନିର୍ଦେଶ ଦେଇଛି।

kiit

ଏହି ଟିମ ବିଶ୍ୱବିଦ୍ୟାୟର ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ଏବଂ ୧୦ ମାର୍ଚ୍ଚ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଜାରି ହୋଇଛି। ଏନଏଚଆରସି ତଦନ୍ତ ସମୟରେ କିଟ ବିଶ୍ୱବିଦ୍ୟାଳୟ କୁଳସଚିବ ସହାୟତା ପ୍ରଦାନ କରିବାକୁ ଏନଏଚଆରସିି ନିର୍ଦେଶ ଦେଇଥିବା ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+