ଦେଶରେ ବଢୁଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧୦
ଦେଶରେ ବଢୁଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧୦ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଲା । କେରଳରେ ସର୍ବାଧିକ ୧୧୪୭, ମହାରାଷ୍ଟ୍ର ୪୨୪, ଦିଲ୍ଲୀରେ ୨୯୪ ଚିହ୍ନଟ।













Click it and Unblock the Notifications