ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା
ଖୁସି ଖବର । ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା । ରାଜ୍ୟରେ ବର୍ତ୍ତମାନ ୨୧୯୩ ଟି କୁମ୍ଭୀର ରହିଛନ୍ତି ଯାହାକି ଗତବର୍ଷ ତୁଳନାରେ ୪.୫୪ ପ୍ରତିଶତ ବୃଦ୍ଧି ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି ସାତକୋଶିଆ ଏବଂ ଟିକରପଡା ଠାରେ ୬୫ ସଂଖ୍ୟକ କୁମ୍ଭୀର ଏବଂ ୨୨ ଗୋଟି ଶାବକ ଅଛନ୍ତି ।
ଚଳିତ ବର୍ଷ (୨୦୨୫-୨୬) ଗଣନା ଅନୁଯାୟୀ ରାଜ୍ୟରେ ୨୪,୯୦,୯୮୬ ସଂଖ୍ୟକ ପକ୍ଷୀ ମାନଙ୍କର ଆଗମନ ହୋଇଅଛି । ଚଳିତ ବର୍ଷ ଗଣନାରେ କୌଣସି ବିରଳ ପ୍ରଜାତିର ନୂଆ ପକ୍ଷୀଙ୍କର ଚିହ୍ନଟ ହୋଇନାହିଁ । କିନ୍ତୁ ଚିଲିକାରେ ୨ ଗୋଟି ନୂତନ ପକ୍ଷୀ ଏବଂ ହୀରାକୁଦ ଜଳଭଣ୍ଡାରରେ ୫ ଗୋଟି ନୂତନ ପକ୍ଷୀର ଚିହ୍ନଟ ହୋଇଅଛି ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।

More From
-
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ରାଜଧାନୀରେ ଗ୍ୟାସ୍ ଟେନସନ, LPG ସିଲିଣ୍ଡର ପାଇଁ ରାତିରୁ ଲାଗିଛି ଲମ୍ବା ଲାଇନ୍ -
ନୀତି ବିଭ୍ରାଟ, ବୁଧବାର ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି -
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ମୁହାମୁହିଁ ହେବେ ଶାସକ- ବିରୋଧୀ, ଆଜିଠୁ ପୁଣି କମ୍ପିବ ବିଧାନସଭା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍










Click it and Unblock the Notifications