ଓଡ଼ିଶାରେ ବଢୁଛି ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା, ୫ ବର୍ଷରେ ଓଡ଼ିଶା ଆସିଲେଣି ୧.୩୩ ଲକ୍ଷ ବିଦେଶୀ ପର୍ଯ୍ୟଟକ

ଓଡ଼ିଶାରେ ବଢୁଛି ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା । ୫ ବର୍ଷରେ ଓଡ଼ିଶା ଆସିଲେଣି ୧.୩୩ ଲକ୍ଷ ବିଦେଶୀ ପର୍ଯ୍ୟଟକ । ୨୦୨୦ରେ ୧୦ ହଜାର ୨୦୬ ପର୍ଯ୍ୟଟକ ଓଡ଼ିଶା ଆସିଥିଲେ । ୨୦୨୧ ରେ ଆସିଥିଲେ ୨୨୬୯ ବିଦେଶୀ ପର୍ଯ୍ୟଟକ । ୨୦୨୨ରେ ୨୨ ହଜାର ୧୭୨ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ୨୦୨୩ରେ ୪୫ ହଜାର ୧୭୩ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ୨୦୨୪ରେ ୫୩ ହଜାର ୩୯୨ ବିଦେଶୀ ପର୍ଯ୍ୟଟକ ଆସିଛନ୍ତି । ସର୍ବାଧିକ ୪ ହଜାର ୪୨୩ ଜାପାନ ପର୍ଯ୍ୟଟକ ଓଡ଼ିଶା ଆସିଛନ୍ତିବ। ଦ୍ୱିତୀୟରେ ୩ ହାଜର ୮୩୦ ଇଟାଲୀ ପର୍ଯ୍ୟଟକ ଓଡ଼ିଶା ଆସିଛନ୍ତି । ଜର୍ମାନୀରୁ ୩୭୨୨, ୟୁକେରୁ ୩୭୧୫, ପ୍ରାନ୍ସରୁ ୩୦୦୮ ପର୍ଯ୍ୟଟକ ଆସିଛନ୍ତି । ଗୃହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଲିଖିତ ଉତ୍ତର ।

prabhati parida
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+