ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ, ଜାଣନ୍ତୁ କେତେ ଥିଲା କେତେ ହେଲା ?
ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ। ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ହେଲା ୧୭୫ ଟଙ୍କା । ବାଳିକାଙ୍କ ପୋଷାକ ପାଇଁ ୧୫୦ରୁ ବଢ଼ି ହେଲା ୨୫୦ ଟଙ୍କା। ଜୋତା ପାଇଁ ଖର୍ଚ୍ଚ ହେଉଥିବା ୧୦୦ ଟଙ୍କା ବଢ଼ି ୧୫୦ ଟଙ୍କା ହେଲା।













Click it and Unblock the Notifications