ବିଧାନସଭା ସରକାରଙ୍କ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଲେ ବିରୋଧୀ
ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ବିଧାନସଭା ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆଗତ ହେଇଛି ଶୋକପ୍ରସ୍ତାବ ।

ଦିବଙ୍ଗତ ନେତା ତଥା ପୂର୍ବତନ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ହେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୃହରେ ଶୋକପ୍ରସ୍ତାବ ଆଗତ କରିବା ପରେ ବିରୋଧୀ ଦଳ ଏହାକୁ ସମର୍ଥନ କରିଛନ୍ତି।
ଗୃହରେ ପୂର୍ବତନ ରାଜ୍ୟପାଳ ସ୍ବର୍ଗତ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ପୂର୍ବତନ ଉପବାଚସ୍ପତି ସ୍ବର୍ଗତ ସୁରେନ୍ଦ୍ରନାଥ ନାୟକ, ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ, ଡମ୍ବରୁଧର ଉଲ୍ଲାକା, କମଳା ଦାସ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ, ଆଦିତ୍ୟ ମାଢୀ, ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ସ୍ବର୍ଗତ କମଳା ପୂଜାରୀ ଏବଂ ଓଡିଶା ପୋଲିସର ପୂର୍ବତନ କନ୍ଷ୍ଟେବଳ ସ୍ବର୍ଗତ ହିମାଂଶୁ ଶେଖର ରଥଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ହେଇଥିଲା। ଶୋକପ୍ରସ୍ତାବକୁ ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ସମର୍ଥନ ଜଣାଇଥିଲେ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications