ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୨ ପରୀକ୍ଷା
ଚଳିତ ବର୍ଷ ରାଜ୍ୟରେ ମୋଟ ୪ଲକ୍ଷ ୧ହଜାର ୬୨୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଏଥିରେ ରେଗୁଲାରରେ ୩ ଲକ୍ଷ ୭୬ ହଜାର ୫୩୫ ଓ ଏକ୍ସ-ରେଗୁଲାରରେ ୨୫ ହଜାର ୮୮ ଜଣ ଛାତ୍ରଛାତ୍ରୀ ଅଛନ୍ତି । ରାଜ୍ୟର ୨୧୧ଟି ପରୀକ୍ଷା ହବ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚାଇ ଦିଆଯାଇଛି । ଆସନ୍ତାକାଲି ମୋଟ ୧୩୬୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ ।













Click it and Unblock the Notifications