ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା । ଏନେଇ ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା । ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ ।

Plus Two exams will begin between February 15th and 25th

ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା
। ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+