Get Updates
Get notified of breaking news, exclusive insights, and must-see stories!

ସୁନାବେଶ ପାଇଁ ଜାରି ହେଲା ନୀତି ନିର୍ଘଣ୍ଟ , ଏହି ସମୟରେ ଭକ୍ତ ପାଇବେ ପ୍ରଭୁଙ୍କ ଅପୂର୍ବ ବେଶ

ସୁନାବେଶ ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମହଣ ମହଣ ସୁନା ପିନ୍ଧି ବଧବାର ରଥ ଉପରେ ଦର୍ଶନ ଦେବେ ମହାପ୍ରଭୁ ଜଗନ୍ନାଥ, ସୁଭଦ୍ରା ଓ ବଳଭଦ୍ର। ଏଥିପାଇଁ ସବୁ ସମୟ ଧାର୍ଯ୍ୟ କରାଯାଇଛି।

Sunabesh

ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି ଆରମ୍ଭ ହେବ । ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି । ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ହେବ। ଆଉ ସଂଧ୍ୟା ୫ଟାରୁ ୬ଟା ମଧ୍ୟରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ । ରାତି ୧୦ଟା କିମ୍ବା ୧୧ଟା ଯାଏଁ ଦୁର୍ଲଭ ବେଶରେ ମହାପ୍ରଭୁ ଦର୍ଶନ ଦେବେ ବୋଲି ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+