ରାଜ୍ୟରେ ଦୂର ହେବ ଆଳୁ ସଙ୍କଟ, ସରକାର ନେଇଛନ୍ତି ବଡ ପଦକ୍ଷେପ

ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାରଙ୍କ ବଡ଼ ପଦକ୍ଷେପ ନେଇଥିବା ସାୂଚନା ଦେଇଛନ୍ତି। ଉତ୍ତରପ୍ରଦେଶରୁ ଟ୍ରେନ୍‌ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ୨ଟି ଟ୍ରେନ୍‌ରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି। ଏ ନେଇ ରେଲୱେ ମନ୍ତ୍ରୀଙ୍କ ସହ ଯୋଗାଯୋଗ ଚାଲିଛି ବୋଲି ପାତ୍ର କହିଛନ୍ତି।

ସୂଚନା ଯୋଗ୍ୟ, ପୂବର୍ବରୁ ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢ଼ୁଥିଲା । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର୫୦ ଟଙ୍କା ଟପିଯାଇଥିଲା । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନଥିଲା। ବାହାର ରାଜ୍ୟରୁ ଆଳୁ ଆମଦାନୀ ହେଉପାରୁ ନ ଥିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଥିବା କୁହାଯାଉଛି । ଏଭଳି ସ୍ଥିତିରେ ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆସୁଥିବା ଶହ ଶହ ଆଳୁ ଟ୍ରକକୁ ଅଟକାଇ ଦେଇଛନ୍ତି । ଏମିତି ହେଲାଣି ଯେ ଖୋଲା ବଜାରରୁ ଆଳୁ ମଧ୍ୟ ଗାଏବ ହୋଇଗଲାଣି ।

krushna patra

ପଶ୍ଚିମବଙ୍ଗରୁ ଆମଦାନୀ ହେଉଥିବା ଆଳୁ ଟ୍ରକଗୁଡ଼ିକ ସବୁ ଅଧା ବାଟରେ ଅଟକି ରହିଥିଲା । ପଶ୍ଚିମବଙ୍ଗ ସୀମାନ୍ତ ଲକ୍ଷ୍ମଣନାଥ ପାଖରେ ପଶ୍ଚିମବଙ୍ଗରୁ ଆସିଥିବା ଶହେରୁ ଅଧିକ ଆଳୁ ଟ୍ରକ ଅଟକି ରହିଥିଲା । ପଶ୍ଚିମବଙ୍ଗ ସରକାରଙ୍କ ନିର୍ଦ୍ଦେଶରେ ଏସବୁ ଆଳୁ ଟ୍ରକ୍‌କୁ ପୋଲିସ ଅଟକାଇଥିଲ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+