ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ; ରାଜଧାନୀରେ ହେବ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପୋଲିସ ଛାଉଣୀରେ ରହିବ ରାଜଧାନୀ ଭୁବନେଶ୍ବର । ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ୍ ପୋଲିସ ।

narendra modi

ଏନେଇ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ଗୁରତ୍ବପୂର୍ଣ୍ଣ ବୈଠକ ବସିଥିଲା । ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ବ୍ଲୁ ବୁକ୍ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯିବ ।

ଜନତା ମଇଦାନକୁ ନିଜ ଅକ୍ତିଆରକୁ ନେଇଛି ପୋଲିସ । ସେଠାରେ ଏକ ଅସ୍ଥାୟୀ ପୋଲିସ କ୍ୟାମ୍ପ କରାଯାଇଛି । ସମାବେଶରେ ଅଧିକ ସଂଖ୍ୟକ ମହିଳା ଆସିବାକୁ ଥିବାରୁ ମହିଳା ପୋଲିସ ନିୟୋଜିତ ହେବେ । ବମ୍ ସ୍କ୍ବାଡ୍, ଡଗ୍ ସ୍କ୍ବାଡ୍ ସମ୍ପୂର୍ଣ୍ଣ ଅଞ୍ଚଳ ବୁଲି ତାଦରଖ କରିବେ । ଭୁବନେଶ୍ବର ୟୁପିଡିର ପ୍ରତ୍ୟେକ ଜୋନ୍‌ ଏସିପି ଏବଂ ଆଇଆଇସି ସୁରକ୍ଷା ଦାୟିତ୍ବରେ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+