ଆସୁଛି ବର୍ଷା, ଭିଜିବ ସାରା ଓଡ଼ିଶା ; ସୂଚନା ଦେଲା ପାଣିପାଗ ବିଭାଗ

ରାଜ୍ୟରେ ଆସନ୍ତା ୪ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୯ରୁ ୨୨ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରାଯାଇଛି।

rain

ଆସନ୍ତା ୧୯ ଓ ୨୨ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ତାରରେ ୮ ଜିଲ୍ଲାରେ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାକୁ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ,ଢ଼େଙ୍କାନାଳ ରହିଛି। ସେହି ଭଳି ୨୦ ଓ ୨୧ ତାରିଖରେ ୧୭ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

୨୨ ତାରିଖରେ ୧୧ ଜିଲ୍ଲାକୁ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୪ ଦିନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ଆକଳନ କରାଯାଇଛି । ସେହିଭଳି ୨ ଦିନ ପରେ ରାତି ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+