ରେକର୍ଡ ଭାଙ୍ଗିଲା ଚଳିତବର୍ଷର ତାତି, ଅଂଶୁଘାତରେ ଗଲାଣି ୩୬ ଜୀବନ

ଚଳିତ ଗ୍ରୀଷ୍ମ ଋତୁରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ଗଲାଣି ୩୬ ଜଣଙ୍କ ଜୀବନ। ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର (ଗତକାଲି) ପ୍ରେସ୍ ରିଲିଜ୍ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

weather

ଏଥିରେ କୁହାଯାଇଛି, ଚଳିତ ଗ୍ରୀଷ୍ମ ଋତୁରେ ୧୫୧ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଛି। ଜୁନ୍ ୪ ତାରିଖ ପର୍ଯ୍ୟନ୍ତ ୧୪୯ଟି ଅଭିଯୋଗ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୨ଟି ମାମଲା ଆସିଥିଲା। ଯାଞ୍ଚ ପରେ ୩୬ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇସାରିଛି। ୩୧ ଜଣଙ୍କର ଅଂଶୁଘାତ ଯୋଗୁ ମୃତ୍ୟୁ ହୋଇନି। ସେହିଭଳି ଜିଲ୍ଲାସ୍ତରେ ବାକି ୮୪ଟି ଅଂଶୁଘାତ ମୃତ୍ୟୁ ଅଭିଯୋଗର ତଦନ୍ତ ଚାଲିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+