ଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟତଃ ଶେଷ ହୋଇଛି, କମିଟି ଧନ୍ୟବାଦ୍ ଜଣାଇଲେ ଗଜପତି ମହାରାଜା ; ମୁଖ୍ୟ ପ୍ରଶାସକ

ରତ୍ନଭଣ୍ଡାର ମରାମତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା । ଗଜପତି ନିଜେ ତଦାରଖ କରି ବୈଷୟିକ କମିଟିକୁ ଧନ୍ୟବାଦ ଦେଇଛନ୍ତି। ଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟତଃ ଶେଷ ହୋଇଛି । ବାହାର ରତ୍ନଭଣ୍ଡାର କାମ ଦିନେ ଦୁଇ ଦିନ ଭିତରେ ଶେଷ ହେବ। ଷ୍ଟୋନ୍‌ ଏଲିମେଣ୍ଟ ବଦଳା ସରିଛି, ମରାମତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ନୂଆ ଷ୍ଟେନଲେସ୍‌ ଷ୍ଟିଲ ଗେଟ୍‌ ଓ ବର୍ମାଟିକ୍‌ ଗେଟ୍‌ ଲାଗିବ, ରୁପା ଛାଉଣି ହେବ ।

ratna bhandar
ବାହାର ରତ୍ନଭଣ୍ଡାର ବାହାର ପାର୍ଶ୍ବ ମଧ୍ୟ ସଂରକ୍ଷଣ କରାଯାଇଛି ।ଗଜପତି ମହାରାଜା ମରାମତିରେ ସନ୍ତୋଷ ପ୍ରକଟ କରିଛନ୍ତି ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+