Get Updates
Get notified of breaking news, exclusive insights, and must-see stories!

ଶେଷ ହେଲା ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ,

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ସଂପୂର୍ଣ୍ଣ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ।

ratna bhanadar

ଏହି କାମ ଚଳିତ ମାସରେ କରାଯିବା ପାଇଁ ଚେଷ୍ଟା କରାଯାଉଛି। ଅକ୍ଟୋବର ମଧ୍ୟରେ ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତରଣ କାମ ଶେଷ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ଧାଡ଼ି ଦର୍ଶନ ପୂର୍ବରୁ ହୁଣ୍ଡି ସ୍ଥାନାନ୍ତରଣ ପାଇଁ ଏକ ରିଜଲ୍ୟୁସନ ଆସିବ। ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଗିବ। ଏହା ପରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+