Get Updates
Get notified of breaking news, exclusive insights, and must-see stories!

ଶିଖରଚଣ୍ଡୀ ପାହଡ଼ରୁ ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିବ ପୀଠ

ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲିବା ଘଟଣା । ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ପଦକ୍ଷେପ ନେଇଛି। ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ। ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼ । ଲୋକଙ୍କ ସୁରକ୍ଷା ନେଇ ଇନ୍‌ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ। ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ।

Shikhar Chandi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+