୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
ଚାଲିପାରୁନି ଗୃହ। ଶୂନ୍ୟକାଳରେ ଏଏସ୍ଓ ଚାକିରି ବିବୃତି ନେଇ ବିଜେଡିର ହୋହଲ୍ଲା ଓ ନାରାବାଜି ପରେ ଗୃହକୁ ୪ଟା ଯାଏଁ ବାଚସ୍ପତି ସୁରମା ପାଢୀ ମୁଲତବୀ ଘୋଷଣା କରିଛନ୍ତି। ଏହି ପ୍ରସଙ୍ଗରେ ପ୍ର୍ରଥମେ ମଧ୍ୟ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା।













Click it and Unblock the Notifications