୨୮ରୁ ୧୮ ଆମର କହି , ଦମ୍ଭୋକ୍ତି ଦେଖାଇଲା ରାଜ୍ୟ ବିଜେପି

ବିଜେପି ବଡ ଦମ୍ଭୋକ୍ତୋ । ଖାତା ଖୋଲି ପାରିବ ନାହିଁ ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ସରିବା ପରେ ଆରମ୍ଭ ହୋଇଛି ବାକ ଯୁଦ୍ଧ । ବିଜେଡି ୨୮ରୁ ୨୪ ଆସନ ଜିତିବା ନେଇ ଦମ୍ଭୋକ୍ତି ଦେଖାଇବା ପରେ ବିଜେପି କହିଛି ପ୍ର୍ଥମ ପର୍ଯ୍ୟାୟରେ ହୋଇଥିବା ନିର୍ବାଚନରେ ୨୮ରୁ ୧୮ ଆସନରେ ଜିତିବ ଦଳ ।

ବିଜେଡି ଯାହା କହିଲେ ବି ଏ ଫଳାଫଳରେ ଫରକ ପଡିବନି । ବିଧାନସଭାରେ ୧୮ ଏବଂ ଲୋକସଭାରେ ମୋଟ ୧୬ଟି ଆସନ ଅକ୍ତିଆର କରିବ ବୋଲି କହିଛନ୍ତି ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ଏପରିିକି ଆଗକୁ ରାଜ୍ୟରେ ବିଜେପି ସରକାର ଗଢ଼ିବ ବୋଲି ଦମ୍ଭୋକ୍ତି ଦେଖାଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ।

ଗତ ମେ' ୧୩ରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହାର ଅଧିନରେ ଥିବା ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ ପଡ଼ିଛି । ତେବେ ଏହି ୨୮ଟି ଆସନରୁ ୨୪ଟି ଆସନରେ ବିଜେଡି ଜିତିବା ନେଇ ଦମ୍ଭୋକ୍ତି ଦେଖାଇଛନ୍ତି ପାଣ୍ଡିଆନ । ନବୀନଙ୍କ ଭଲ କାମ ଓ ଲୋକପ୍ରିୟତା ଯୋଗୁଁ ବିଜେଡି ଅଧିକରୁ ଆସନ ଜିତିବ ବୋଲି ଦମ୍ଭୋକ୍ତି ଦେଖାଇଛନ୍ତି ପାଣ୍ଡିଆନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+