ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟ୍‌ର ୨୮ତମ ବୈଠକରେ ଶୁକ୍ରବାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି।

state cabinet meeting

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଆଜି ରାଜ୍ୟ କ୍ୟାବିନେଟର ୨୮ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲାl କ୍ୟାବିନେଟ ବୈଠକରେ ମୋଟ ୧୦ଟି ବିଭିନ୍ନ ବିଭାଗର ୧୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା l ସେଥିରୁ ଗୋଟିଏ ସପ୍ତଦଶ ବିଧାନସଭା ୪ର୍ଥ ଅଧିବେଶନର ସତ୍ରାବସାନ ସମ୍ପର୍କିତ ଥିଲା l

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+