ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର

ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢିଲା । ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢାଇଲେ ରାଜ୍ୟ ସରକାର ।

ସର୍ବନିମ୍ନ ୨ ବର୍ଷ କାର୍ଯ୍ୟ କରିବା ନେଇ କାର୍ଯ୍ୟକାଳ ବଢାଯାଇଛି । ସୂଚନାଯୋଗ୍ୟ ଗତ ମାସରେ ପୁଲିସ ମହାନିର୍ଦ୍ଦେଶକ ଭାବେ ୧୯୯୦ ବ୍ୟାଚର ଭାରତୀୟ ପୁଲିସ ସେବା ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+