Get Updates
Get notified of breaking news, exclusive insights, and must-see stories!

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବଦଳିଲେ ମାଲକାନଗିରି ଜିଲ୍ଲାପାଳ । ପ୍ରଥମେଶ ଅରବିନ୍ଦଙ୍କୁ ଦାୟିତ୍ବ ଦିଆଯାଇଛି ।

The state government has made a reshuffle in the IAS ranks 5 IAS of 2022 cadre have been appointed as Upazila Magistrates

କ୍ଷୁଦ୍ର ଶିଳ୍ପ ନିଗମ ଏମ୍‌ଡି ହେଲେ ସ୍ମୃତିରଞ୍ଜନ ପ୍ରଧାନ । ସିଦ୍ଧାର୍ଥ ଦାସ ମତ୍ସ୍ୟ ସଂପଦ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ଶିକ୍ଷକ ଶିକ୍ଷା ଓ ତାଲିମ ବିଭାଗ (TE & SCERT)ର ନିର୍ଦ୍ଦେଶକ ହେଲେ ମଧୁସ୍ମିତା ସାହୁ । ଉପମା କାଲୋଙ୍କୁ ସମ୍ବଲପୁର ଆରଡିସି ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଅନ୍ୟପଟେ ସ୍ତତନ୍ତ ଓ ବୟନଶିଳ୍ପର ନିର୍ଦ୍ଦେଶକ ହେଲେ ସୋମେଶ ଉପାଧ୍ୟାୟ । ଲିଲି କୁମାରୀ ସାହୁ ହେଲେ ପବ୍ଲିକ ଏଣ୍ଟରପ୍ରାଇଜର ଅତିରିକ୍ତ ସଚିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+