Get Updates
Get notified of breaking news, exclusive insights, and must-see stories!

ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର, ଏଣିକି ଶସ୍ତାରେ ମିଳିବ ବାଲି

ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ । ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । ସାରା ରାଜ୍ୟରେ ଗୋଟିଏ ଦରରେ ବିକ୍ରି ହେବ ବାଲି । ଦର କମିବା ସହ ଲୋକଙ୍କୁ ସୁଲଭ ମୂଲ୍ୟରେ ମିଳିବ ବାଲି । ଇ ଲଟେରୀ ମାଧ୍ୟମରେ ଦିଆଯିବ ଲିଜ ।

cheaper

ଏହାସହ ଏଣିକି ବାଲି ଗଚ୍ଛିତ କରି ରଖିବା ପାଇଁ ଷ୍ଟୋରେଜ ଲାଇସେନ୍ସ ଦେବେ ସରକାର । ବିନା ଷ୍ଟୋରେଜ ଲାଇସେନ୍ସରେ ବାଲି ଓ ଅନ୍ୟ ଲଘୁ ଖଣିଜ ପଦାର୍ଥ କେହି ବେଆଇନ ଗଚ୍ଛିତ କରି ରଖି ପାରିବେ ନାହିଁ । ଗତକାଲି କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+