ପୁଣି ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର, ୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର

ଏଣିକି ୭ ବର୍ଷ ଏସଆଇ ରହିବା ପରେ ଜଣେ ଇନ୍ସପେକ୍ଟର ହୋଇପାରିବେ । ପୂର୍ବରୁ ଏହା ୧୦ ବର୍ଷ ଥିଲା । ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଅର୍ଥାତ୍ ଏଣିକି ୭ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହୋଇପାରିବେ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

inspector
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+