ରାଜ୍ୟରେ ଆହୁରି ୪ଶହରୁ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି, ଯୋଗାଣ ମନ୍ତ୍ରୀ

ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍‌ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି କହିଲେ । ଆହୁରି ୪ଶହରୁ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି । ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଛି' । ମିଲ୍ ଖୋଲିଲେ ସରକାର ୫୦ ପ୍ରତିଶତ ସବ୍‌ସିଡି ଦେବେ' । ରାଜ୍ୟରୁ ଉତ୍ପାଦିତ ଚାଉଳରୁ ୪୬ ଲକ୍ଷ ମେଟ୍ରିକ୍ ଟନ୍ ଯାଉଛି' । ବଳକା ୧୨ରୁ ୧୫ ମେଟ୍ରିକ୍ ଟନ୍ ଚାଉଳ ଆମ ପାଖରେ ରହୁଛି' । ନୂଆ ପଲିସି କରାଯିବ, ବଳକା ଚାଉଳକୁ ରପ୍ତାନୀ କରାଯିବ ।'

krushna patra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+