Get Updates
Get notified of breaking news, exclusive insights, and must-see stories!

ପ୍ରବଳ କୁହୁଡ଼ି ପାଇଁ ଲୁଚିଗଲା ଶ୍ରୀମନ୍ଦିର ପତିତପାବନ ବାନା

ଘନ କୁହୁଡ଼ିରେ ଲୁଚିଗଲା ଶ୍ରୀମନ୍ଦିର । ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି । ସେହିପରି ବଡ଼ ଦାଣ୍ଡରେ ବି ପ୍ରବଳ କୁହୁଡ଼ି ଯୋଗୁଁ ଦୃଶ୍ୟମାନ କ୍ଷମତା କମିଛି । ସେପଟେ କୁହୁଡ଼ିରେ କୋଣାର୍କର ସୂର୍ଯ୍ୟ ମନ୍ଦିର ବି ଲୁଚିଯାଇଛି ।

temple s
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+