Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୨୧ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା' ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ହେବ ଆଲୋଚନା । ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ହେବ ଆଲୋଚନା । ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ହେବ ଆଲୋଚନା ।

puri

ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ,ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ,ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ,ଶ୍ରୀମନ୍ଦିର ସେବକ ବାସଗୃହ,ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ,ହୋମଯଜ୍ଞ ପ୍ରକଳ୍ପ,ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+