ବିଦେଶରୁ ଆସିଲିଥ ଓଡ଼ିଶାକୁ ଧମକ ପୂର୍ଣ୍ଣ ମେଲ୍; ଖୁଲସା କଲା କ୍ରାଇମବ୍ରାଞ୍ଚ

ଲୋକସେବା ଭବନରେ ଗତମାସ ୨୯ ତାରିଖ ଠାରୁ ଡିସେମ୍ବର ୧ ତାରିଖ ଯାଏଁ ଆୟୋଜିତ ୩ଦିନିଆ ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କର ୫୯ତମ ସର୍ବଭାରତୀୟ ସମ୍ମିଳନୀ ପୂର୍ବରୁ ଓ ସମ୍ମିଳନୀ ସମୟରେ ଧମକପୂର୍ଣ୍ଣ ମେଲ ଆସିଥିଲା। ଏହି ଧମକପୂର୍ଣ୍ଣ ମେଲ୍‌ କାନାଡା ଓ ଆମେରିକାରୁ ଆସିଥିଲା। କ୍ରାଇମବ୍ରାଞ୍ଚ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରାଯାଇଛି।

Canada

କ୍ରାଇମବ୍ରାଞ୍ଚ ପକ୍ଷରୁ ଆଇପି ଆଡ୍ରେସ୍‌ ଯାଞ୍ଚ୍ ବେଳେ ଜଣାପଡ଼ିଛି ଯେ, ଅଡିଓ ରେକର୍ଡ ମଧ୍ୟ ଦେଶ ବାହାରୁ ଆସିଛି ଏହାକୁ ଇଣ୍ଟରନେଟ୍‌ ଆପ ଜରିଆରେ ପ୍ରସ୍ତୁତ କରାଯାଇଥିଲା। ପୁଲିସ ଡିଜି/ଆଇଜି ସମ୍ମିଳନୀ ବେଳେ ଆସିଥିବା ଆତଙ୍କୀ ମେଲ୍ ଯାଞ୍ଚ୍ ଦାଇତ୍ୱ କ୍ରାଇମବ୍ରାଞ୍ଚ ନେଇଥିଲା। ଧମକପୂର୍ଣ୍ଣ ମେଲ୍ ଓ ଅଡିଓ ରେକର୍ଡ ଆସିବାରେ ଓଡ଼ିଶାର କାହାର ଲିଙ୍କ ନାହିଁ ବୋଲି ଏବେ ସ୍ପଷ୍ଟ ହୋଇଛି। ତେବେ ଭୁବନେଶ୍ୱରରେ ପୁଲିସ ଡିଜି ସମ୍ମିଳନୀ ବେଳେ ଖଲିସ୍ତାନୀ ଆତଙ୍କବାଦୀ ପନୁର ଫଟୋ ଥାଇ ମେଲ୍ ଓ ଅଡିଓ କଲ୍ ରେକର୍ଡ ଆସିବା ଘଟଣା ସୁରକ୍ଷା ଦାୟିତ୍ବରେ ଥିବା କର୍ମଚାରୀଙ୍କ ନିଦ ହଜାଇ ଦେଇଥିଲା।

ଧମକପୂର୍ଣ୍ଣ ଅଡିଓ ରେକର୍ଡ ମଧ୍ୟ ଦେଶ ବାହାରୁ ଆସିଛି ଏହାକୁ ଇଣ୍ଟରନେଟ୍‌ ଆପ ଜରିଆରେ ପ୍ରସ୍ତୁତ କରାଯାଇଥିଲା। ପୁଲିସ ଡିଜି/ଆଇଜି ସମ୍ମିଳନୀ ବେଳେ ଆସିଥିବା ଆତଙ୍କୀ ମେଲ୍ ଯାଞ୍ଚ୍ ଦାଇତ୍ୱ କ୍ରାଇମବ୍ରାଞ୍ଚ ନେଇଥିଲା। ଧମକପୂର୍ଣ୍ଣ ମେଲ୍ ଓ ଅଡିଓ ରେକର୍ଡ ଆସିବାରେ ଓଡ଼ିଶାର କାହାର ଲିଙ୍କ ନାହିଁ ବୋଲି ଏବେ ସ୍ପଷ୍ଟ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+