ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିପର୍ମ; ସବୁଜ ବଦଳରେ ବାଦାମୀ ଡ୍ରେସ୍

ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିପର୍ମ । ସବୁଜ ବଦଳରେ ବାଦାମୀ ଡ୍ରେସ୍ ପିନ୍ଧିବେ ଛାତ୍ରଛାତ୍ରୀ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ମିଳିବ ଏହି ଡ୍ରେସ୍ । ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ।

ଗତ ୨୦୨୩ରେ ପୂର୍ବରୁ ଗାଢ ନୀଳ ରଙ୍ଗ ୟୁନିଫର୍ମକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ । ଛାତିରେ ଲେଖାଯାଇଥିଲା 'ଆମେ ଗଢିବୁ ନୂଆ ଓଡିଶା' । ଏବେ ନୂଆ ସରକାର ଆସିବାପରେ ପୁଣି ବଦଳିବ ୟୁନିଫର୍ମ ରଙ୍ଗ ।

uniform of ninth and tenth grader

ପୂର୍ବରୁ ଛାତ୍ରୀଙ୍କ ପାଇଁ ହ୍ୱାଇଟ ଗ୍ରିନ ଚେକ୍ ସାଲ୍‌ୱାର ସହ ଗ୍ରୀନ ଜ୍ୟାକେଟ, କଳା ଜୋତା ଏବଂ ଧଳା ମୋଜା ଘୋଷଣା କରାଯାଇଥିଲା । ଏହା ବାଦ କେବଳ ଶନିବାର ପାଇଁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବ୍ଲାକ୍ ଟ୍ରାକ ପ୍ୟାଣ୍ଟ ଓ ଟି-ସାର୍ଟ ପିନ୍ଧିବାକୁ କୁହାଯାଇଥିଲା । ୧୦୦ ରୁ କମ ଉପସ୍ଥାନ ଥିବା ସ୍କୁଲ ଗୁଡିକରେ ଦୁଇଟି ନିର୍ଦ୍ଧାରିତ ରଙ୍ଗର ଟି-ସାର୍ଟ ପିନ୍ଧିବାକୁ ବି ଛାତ୍ରଛାତ୍ରୀଙ୍କୁ ନିର୍ଦେଶ ଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+