ରାଜ୍ୟରେ ବୁଲା କୁକୁରଙ୍କ ଦୌରାତ୍ମ୍ୟ; ୨ ବର୍ଷରେ ୫ ଲକ୍ଷ ଲୋକଙ୍କୁ କାମୁଡ଼ିଲେଣି

ରାଜ୍ୟରେ ଗତ ଦୁଇ ବର୍ଷରେ ୫ ଲକ୍ଷରୁ ଅଧିକ ଲୋକଙ୍କୁ କାମୁଡ଼ିଲେଣି ବୁଲା କୁକୁର । ବୁଧବାର ଗୃହରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ମନ୍ତ୍ରୀ କହିଛନ୍ତି, ବୁଲା କୁକୁର ପ୍ରତି ସାବଧାନ । ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷ ବୁଲା କୁକୁର । ବୁଲା କୁକୁରଙ୍କ ଉପଦ୍ରବରେ ଲୋକ ହନ୍ତସନ୍ତ । ଦୁଇ ବର୍ଷରେ କୁକୁର କାମୁଡ଼ାରେ ଶିକାର ହେଲେଣି ୫ ଲକ୍ଷରୁ ଅଧିକ ଲୋକ ।

Odisha Assembly

ରାଜ୍ୟର ୮ଟି ସହରାଞ୍ଚଳରେ ୪ ହଜାର ୬୦୫ କୁକୁରଙ୍କ ବନ୍ଧ୍ୟାକରଣ କରାଯାଇଛି । ଚଳିତ ବର୍ଷ ଅର୍ଥାତ ଏଇ ୧୦ ମାସରେ ୨ ଲକ୍ଷ ୪୩ ହଜାର ୫୬୫ ଜଣ ଲୋକ କୁକୁର କାମୁଡ଼ାରେ ଶିକାର ହୋଇଛନ୍ତି । ସେହିପରି ଗତବର୍ଷ ୨ ଲକ୍ଷ ୬୦ ହଜାର ଲୋକ କୁକୁର କାମୁଡ଼ାର ଶିକାର ହୋଇଥିଲେ ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+