ଶୀତରେ ଥରୁଛି ସାରା ରାଜ୍ୟ, କଟକ ଓ ଭୁବନେଶ୍ବରରେ ୧୦ ଛୁଇଁଲା ପାରଦ

ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। କନ୍ଧମାଳ ଦାରିଙ୍ଗବାଡିରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଦାରିଙ୍ଗବାଡିରେ ପାରଦ ୧୦ ଡିଗ୍ରୀ ତଳେ ଥିବାରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ରାଉରକେଲାରେ ପାରଦ ୧୦.୩, ଭବାନୀପାଟଣା ୧୧, କେନ୍ଦୁଝର ୧୦.୪, ଅନୁଗୋଳ ୧୦.୬, କଟକ ୧୨.୪ ଏବଂ ଭୁବନେଶ୍ବରରେ ୧୨.୩ ଡିଗ୍ରୀ ରେକର୍ଡ ହୋଇଛି।

winter

ଟ୍ବିନ୍ ସିଟିରେ ପାରଦ ୧୧ ଡିଗ୍ରୀ ଛୁଇଁବା ଦେଇ ସୂଚନା ମିଳିଛି। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ସକାଳେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାର କିଛି ସ୍ଥାନରେ କୁହୁଡ଼ି ଦୃଶ୍ୟମାନ ହୋଇଛି । ଏଥିସହିତ କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଏବଂ କୋରାପୁଟ ଜିଲାର କେତେକ ଅଞ୍ଚଳରେ ଘନ କୁହୁଡ଼ି ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+