୧୬ଟି କାର୍ଯ୍ୟଦିବସ ପୂର୍ବରୁ ଶେଷ ହେଲା ଶୀତ ଅଧିବେଶନ

ଶେଷ ହେଲା ବିଧାନସଭା ଶୀତ ଅଧିବେଶନ । ୧୬ଟି କାର୍ଯ୍ୟଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।ଏହା ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାର ଥିଲା। ଏହି ସମୟ ମଧ୍ୟରେ ୩୦ଟି କାର୍ଯ୍ୟଦିବସର ଆୟୋଜନ ହେବାର ଥିଲା। କିନ୍ତୁ ୧୨ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହୋଇଛି।

ଅତିରିକ୍ତ ବଜେଟ୍‌ ପାରିତ ହୋଇଛି। ୨ଟି ସରକାରୀ ବିଲ୍‌ ପାରିତ ସହ ୧୦ଟି ବେସରକାରୀ ବିଲ୍‌ ଆଗତ ହୋଇଛି। ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଆଜି ଅନିର୍ଦ୍ଧିଷ୍ଟ କାର୍ଯ୍ୟକାଳ ପାଇଁ ଗୃହକୁ ମୁଲତବି ରଖିଛନ୍ତି।

The winter session

ଶୀତକାଳୀନ ଅଧିବେଶନ ଅବସରରେ ବୁଧବାର ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଏଥିରେ ୱାଲଟିୟର ଡିଭିଜନ, ସାମ୍ବାଦିକମାନଙ୍କ ପାଇଁ ବୀମା, କଂପାନିଗୁଡ଼ିକରେ ବିଦ୍ୟୁତ୍‌ ବିଲ୍‌ ପ୍ରମୁଖ ସାମିଲ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+