ମର୍ମନ୍ତୁଦ ସଡକ ଦୁର୍ଘଟଣା; ମହିଳା କନେଷ୍ଟବଳଙ୍କୁ ଚାପି ଦେଲା ଟ୍ରକ୍
ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା କନେଷ୍ଟବଳଙ୍କୁ ଚାପି ଦେଇଛି ଟ୍ରକ୍।ଏହାଫଳରେ ଘଟଣାସ୍ଥଳରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ସୁରୁଜା ମୁଣ୍ଡା।

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା କନେଷ୍ଟବଳଙ୍କୁ ଚାପି ଦେଇଛି ଟ୍ରକ୍।
ଏହାଫଳରେ ଘଟଣାସ୍ଥଳରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ସୁରୁଜା ମୁଣ୍ଡା।












Click it and Unblock the Notifications