ଆସନ୍ତାକାଲି ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା, ଦେଖିବାକୁ ଆସୁଛନ୍ତି ଉପ ରାଷ୍ଟ୍ରପତି

ପୁରୀ ରଥଯାତ୍ରା ଦେଖିବାକୁ ଆସୁଛନ୍ତି ଉପ ରାଷ୍ଟ୍ରପତି ଜଗଦୀପ ଧନକଡ଼ । ଏହା ସହ ଅନେକ ଶିଳ୍ପପତି ଏବଂ VVIP ମଧ୍ୟ ପୁରୀ ଆସି ରଥଯାତ୍ରା ଦେଖିବେ , ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । କେନ୍ଦ୍ରମନ୍ତ୍ରୀମାନେ ଆସିବେ ପୁରୀକୁ , ବର୍ତ୍ତମାନ ସୁଦ୍ଧା ୧୦ରୁ ୧୨ଜଣଙ୍କ ତାଲିକା ଆସିଛି ।

rath yatra

ରଥଯାତ୍ରା ପାଇଁ ପୁରୀକୁ କୋଣ ଅନୁକୋଣରୁ ଭକ୍ତ ଆସିବେ, ଦର୍ଶନ କରିବେ । ସେଥିପାଇଁ ପରିବହନ ବିଭାଗ ତରଫରୁ ପ୍ରତି ଜିଲ୍ଲାରୁ ବସ୍‌ ଆସିବ । ୨୮ଟି ଜାଗାରେ ପାର୍କିଂ ବ୍ୟବସ୍ଥା ହୋଇଛି । ୧୧ଟି କ୍ରେନ ମୃତ୍ୟୟନ ହୋଇଛି । ୨୦୦ଅଟୋ ମାଗଣା ସେବା ଦେବେ । ମାଗଣା ଭୋଜନ ବ୍ୟବସ୍ଥା ମଧ୍ୟ କରାଯାଇଛି । ଘରୋଇ ବସ ଚଢା ଦର କଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସବୁ ବସରେ ଲାଗିଛି ଦରର ଲିଷ୍ଟ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+