Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ଖାଲି ରହିଛି ୧୦୦ ବିଇଓ ପଦବୀ, ସର୍ବାଧିକ ଏହି ଜିଲ୍ଲାର

ବିନା ମୁରବିରେ ଚାଲିଛି ସ୍କୁଲ ।ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି । ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭ ବ୍ଲକ୍, ବାଲେଶ୍ୱର ଜିଲ୍ଲାର ୬ ବ୍ଲକ୍, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାର ୫ ବ୍ଲକ୍, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ ଜିଲ୍ଲାର ୪ ବ୍ଲକ୍, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ସୋନପୁର ଜିଲ୍ଲାର ୩ ବ୍ଲକ୍, ବଲାଙ୍ଗିର, କଟକ, ଖୋର୍ଦ୍ଧା, ମାଲକାନଗିରି, ସୁନ୍ଦରଗଡ଼ ଜିଲ୍ଲାର ୨ ବ୍ଲକ୍, ବରଗଡ଼, ଦେବଗଡ଼, ଗଜପତି ଜିଲ୍ଲାର ଗୋଟିଏ ବ୍ଲକ୍ରେ ପଦବୀ ଖାଲି ପଡିଛି ।

BEO posts

ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନରେବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତରରଖିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+