Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ସକ୍ରିୟ ଅଛନ୍ତି ୪୦ ମାଓବାଦୀ

ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି । କଳାହାଣ୍ଡି, ରାୟଗଡା, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ଓ ବରଗଡରେ ସକ୍ରିୟ ଅଛନ୍ତି ମାଓବାଦୀ ।

naxal

ଏହି ୬ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଦଳ ହୋଇ କାର୍ଯ୍ୟ କରୁଛନ୍ତି । ୫ ବର୍ଷରେ ୪୮ ମାଓବାଦୀ ନିହତ ହୋଇଛନ୍ତି, ୭୮ ମାଓବାଦୀ ଗିରଫ ହୋଇଛନ୍ତି । ୮୨ ମାଓବାଦୀ ଆତ୍ମ ସମର୍ପଣ କରିଥିବା ତଥ୍ୟ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୫ ମସିହାରେ ୨୫ ମାଓ କ୍ୟାଡରଙ୍କୁ ନିପାତ କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+