ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ

Odisha News: ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ । ପ୍ରତ୍ୟେକ ଜିଲ୍ଲାରେ ଲକ୍ଷେରୁ ଦେଢ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି । ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ରହିଛି ବୋଲି ସୂଚନା ଦେଲେ ଯୋଗଣା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ତେବେ ଗତ ୨୪ ବର୍ଷ ଧରି ଯେଉଁ ପ୍ରକ୍ରିୟା ଚାଲିଥିଲା ସେଥିରେ ସ୍ୱଛତା ଆଣିବା ପାଇଁ ନୂଆ ନୂଆ ପଦ୍ଧତି ଆରମ୍ଭ ହେବ ବୋଲି ଖାଜ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି ।

Odisha News

ସେହିପରି ରାଜ୍ୟରେ ଅନେକ ନକଲି ଚାଷୀ ରହିଛନ୍ତି । ରାଜ୍ୟରେ କେତେ ପ୍ରକୃତ ଚାଷୀ ଅଛନ୍ତି ତାହା ଜାଣିବାକୁ ମଧ୍ୟ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ମିଛ ପଞ୍ଜିକରଣ କରି ଧାନ ବିକୁଥିବା ଚାଷୀଙ୍କୁ ଧରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+