ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ । ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝାଙ୍କ ସୂଚନା । ଜିନତ ଓ ଯମୁନାକୁ ମିଶାଇ ଅଛନ୍ତି ୪୦ ମହାବଳ ।

There are 40 maha vilas in Similipal National Park

୪୦ ମହାବଳ ମଧ୍ୟରୁ ଅଛନ୍ତି ୬ଟି ଶାବକ, ୧୭ଟି ବାଘୁଣୀ। ଶିମିଳିପାଳରେ ଥିବା ମହାବଳ ମଧ୍ୟରୁ ୧୮ଟି କଳା ମହାବଳ।
ଆଗାମୀ ୧୦ ବର୍ଷରେ ମହାବଳ ସଂଖ୍ୟା ଶହେକୁ ପହଞ୍ଚାଇବାକୁ ଲକ୍ଷ୍ୟ । ଗତବର୍ଷ ଶିମିଳିପାଳରେ ଥିଲେ ୨୭ ମହାବଳ ସହ ୮ ଶାବକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+