ଭୁବନେଶ୍ବରରେ ଅଛନ୍ତି ୪୭ ହଜାର ବୁଲା କୁକୁର, ଦୁଇଟି ପର୍ଯ୍ୟାୟରେ ହୋଇଥିଲା ଗଣନା

ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୨୬ ବୁଲା କୁକୁର । ୨୩,୦୪୭ ଅଣ୍ଡିରା, ୧୫,୫୫୨ ମାଈ କୁକୁର ସହ ୧୧୨୪ଟି ଛୁଆ । ୪୦୬୮ ଅଣ୍ଡିରା କୁକୁର ଓ ୩୩୩୫ ମାଈ କୁକୁରଙ୍କୁ ବନ୍ଧ୍ୟାକରଣ କରାଯାଇଛି । ଭୁବନେଶ୍ବର ଜନସଂଖ୍ୟା ତୁଳନାରେ ବୁଲା କୁକୁରଙ୍କ ସଂଖ୍ୟା ୩.୬୨ ପ୍ରତିଶତ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଦୁଇଟି ପର୍ଯ୍ୟାୟରେ ହୋଇଥିଲା ଗଣନା ।

dogs
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+