ରାଜ୍ୟରେ ଘଡ ଘଡି ସହ ହାଲୁକା ବର୍ଷାର ସମ୍ଭାବନା, ପାଣିପାଗ ବିଭାଗ ଦେଲା ସୂଚନା

ଭୁବନେଶ୍ୱର:ରାଜ୍ୟରେ ଘନ କୁହୁଡି ଲାଗି ରହିଥିବା ବେଳେ । ଉତ୍ତର-ପଶ୍ଚିମ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ । । ଶୁକ୍ରବାର ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ଆଉ ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଓ ମୟୂରଭଞ୍ଜର ସ୍ଥାନେ ସ୍ଥାନେ ହାଲୁକା ବର୍ଷା ସମ୍ଭାବନା ଅଛି ।

rain in odisha

ଏହାସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଶୀତ ବଢ଼ିବା ସମ୍ଭାବନା କହିଛି ପାଣିପାଗ ଭିଭାଗ । ହେଲେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳର କେତେକ ଅଞ୍ଚଳରେ କୁହୁଡ଼ି ରହିବ । ଆସନ୍ତା ୩ ଦିନ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିବ ବୋଲି ।ଣିପାଗ ବିଭାଗ ସୁଚନା ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+