ଆଜି ବି କାଳବୈଶାଖୀ ସମ୍ଭାବନା, ଆସନ୍ତାକାଲିଠୁ ବଦଳିବ ପାଗ !

Odisha Weather News: ଆଜି ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି । ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡଘଡ଼ି ସହ ହୋଇପାରେ ବର୍ଷା । ଆସନ୍ତା ୪ ଦିନ ଯାଏଁ କାଳବୈଶାଖୀ ନେଇ ଚେତାବନୀ ଦିଆଯାଇଛି । ବିଜୁଳି ଘଡଘଡି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

odisha weather report

ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, କଟକ, ପୁରୀ ସମେତ ୧୦ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ଏବଂ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+