୧୫ରେ ଶିବରାତ୍ରି ପାଳନ ନେଇ କୌଣସି ଦ୍ଵନ୍ଦ୍ବ ନାହିଁ
ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା ପରିକ୍ରମା ପଡ଼ିଥାଏ ସେହି ଦିନ ମହାଶିବରାତ୍ରି ପାଳନ କରାଯାଏ। ୧୫ରେ ପାଳନ ହେବ ମହାଶିବରାତ୍ରି, ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିବ ବୋଲି ସୂଚନା ଦିଆଯାଇଛି।
ଅନ୍ୟପକ୍ଷେ ମହାଶିବରାତ୍ରି ପାଇଁ ଗାଁଠୁ ସହରରେ ଥିବା ଶୈବପୀଠଗୁଡିକ ଚଳଚଞ୍ଚଳ ହୋଇ ଉଠିଛି। ଏପରିକି ଶୈବ ପୀଠଗୁଡିକରେ ନାମଯଂଜ୍ଞ, ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜଣାପଡିଛି।













Click it and Unblock the Notifications