Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ବାର୍ଡ ଫ୍ଳୁ ଭୟ ନାହିଁ: ମୁଖ୍ୟ ଶାସନ ସଚିବ

ବାର୍ଡ ଫ୍ଲୁ ସତର୍କତା ରିଭ୍ୟୁ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

ଭୁବନେଶ୍ୱର: ରାଜ୍ୟରେ ବାର୍ଡ ଫ୍ଳୁ ଭୟ ନାହିଁ । ରାଜ୍ୟବାସୀ ଏନେଇ କିଛି ଭୟ କରିବାରେ ନାହିଁ । ବାର୍ଡ ଫ୍ଲୁ ସତର୍କତା ରିଭ୍ୟୁ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

bird flu

ଏ ଯାଏଁ ରାଜ୍ୟରେ ୧୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି । ହେଲେ କୌଣସି ସ୍ଥାନରେ ପଜିଟିଭ ମାମଲା ସାମ୍ନାକୁ ଆସିନି ବୋଲି ସେ ସୂଚନା ଦେଇଛନ୍ତି । ତେବେ ସମସ୍ତ ଜିଲ୍ଲାପାଳଙ୍କୁ ରାପିଡ ରେସପନ୍ସ ଟିମ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ରାଜ୍ୟ ଓ ଜିଲ୍ଲା ସ୍ତରରେ ଟିମ୍ ଗଠନ ପାଇଁ ନିର୍ଦ୍ଦେଶ ରହିଛି । ଅନ୍ୟ ରାଜ୍ୟରେ ବାର୍ଡ ଫ୍ଲୁ ଭୟ ବଢୁଥିବାବେଳେ ଏହାକୁ ନେଇ ଆଗୁଆ ସତର୍ତକା ଅବଲମ୍ବର କରିଛନ୍ତି ରାଜ୍ୟ ସରକାର ।

ସୂଚନା ଯୋଗ୍ୟ ଯେ, ଦେଶର ୫ଟି ରାଜ୍ୟରେ ବାର୍ଡ ଫ୍ଲୁ ସଂକ୍ରମଣ ଦେଖାଦେଇଛି । ଗତ କିଛି ଦିନ ମଧ୍ୟରେ ଏହି ଫ୍ଲୁ କାରଣରୁ ହଜାର ହଜାର ସଂଖ୍ୟାରେ ପକ୍ଷୀ ପ୍ରାଣ ହରାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+