ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ, ମେଡିକାଲରେ ରୋଗୀଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ହୋହଲ୍ଲା
ଚାଲିଛି ବିଧାନସଭା ବଜେଟ୍ ଅଧିବେଶନ । ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ହିଁ ବିରୋଧୀଙ୍କ ହୋହଲ୍ଲା । ଆୟୁଷ୍ମାନ ପ୍ରସଙ୍ଗ ଉଠାଇ ନାରାବାଜି କଲେ ବିରୋଧୀ । ଗୃହରେ ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ପ୍ରତିବାଦ । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଇସ୍ତଫା ଦାବି କଲେ ବିରୋଧୀ । ଗୃହର ମଧ୍ୟଭାଗରେ ଚାଲିଛି ହୋହଲ୍ଲା । ଗତକାଲି ଭଳି ଆଜି ମଧ୍ୟ ଗୃହରେ ଅଚଳାବସ୍ଥା ଦେଖା ଦେଇଛି । ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହକୁ ଅଚଳ କରୁଛନ୍ତି ବିରୋଧୀ।













Click it and Unblock the Notifications