ବେଆଇନ ମଦ ବିକ୍ରି ଉପରେ ଲାଗିବ ରୋକ୍, ନମାନିଲେ ହେବ କଡା କାର୍ଯ୍ୟନୁଷ୍ଠାନ

ଆଗକୁ ଆସୁଛି ନୂଆବର୍ଷ । ସେଥିଲାଗି ସବୁଠୁ ପ୍ରସ୍ତୁତି ଜୋର । ତେବେ ଏ ଭିତରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ନୂଆବର୍ଷ ପାଇଁ କଠୋର ହେବ ଅବକାରୀ ବିଭାଗ । ଅବକାରୀ ପଲିସି ନ ମାନିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ବିଶେଷ କରି ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ।

Parthiraj Harichandan

ସେହିଭଳି ବେଆଇନ ମଦ ବିକ୍ରି ଉପରେ ମଧ୍ୟ ଅଙ୍କୁଶ ଲାଗିବ । ଯିଏ ବି ଏଥିରେ ଜଡ଼ିତ ରହିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+