ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ
ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ । ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା'ମାନଙ୍କ ପାଇଁ ବ୍ୟବସ୍ଥା। ଏନେଇ ସ୍ବତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ।
ଶ୍ରୀମନ୍ଦିର ପରିସର ଶାଖା କାର୍ଯ୍ୟାଳୟ ନିକଟରେ ସ୍ତନ୍ୟପାନ ଗୃହ ପାଇଁ ନିଷ୍ପତ୍ତି । ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ବତନ୍ତ୍ର ମହିଳା ସହାୟିକା ରହିବେ। ତୁରନ୍ତ କାର୍ଯ୍ୟକାରୀ ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ ।













Click it and Unblock the Notifications